ଅନ୍ତର୍ଜାତୀୟ

ଗୁଜରାଟର ପୋରବନ୍ଦର ଉପକୂଳରୁ ୩୫୦ କିଲୋମିଟର ଦୂର ଆରବସାଗରରୁ ଏକ ପାକିସ୍ତାନୀ ବୋଟରୁ ପାଖାପାଖି ୪୮୦ କୋଟି ଟଙ୍କାର ନିଶା ଦ୍ରବ୍ୟ ଜବତ ହୋଇଛି

ଗୁଜରାଟର ପୋରବନ୍ଦର ଉପକୂଳରୁ ୩୫୦ କିଲୋମିଟର ଦୂର ଆରବସାଗରରୁ ଏକ ପାକିସ୍ତାନୀ ବୋଟରୁ ପାଖାପାଖି ୪୮୦ କୋଟି ଟଙ୍କାର ନିଶା ଦ୍ରବ୍ୟ ଜବତ ହୋଇଛି।

ଗୁଜରାଟ ଏଟିଏସ୍, ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଏନସିବିର ମିଳିତ ଅପରେସନରେ ଉକ୍ତ ବୋଟରେ ଥିବା ୬ ଜଣ ପାକିସ୍ତାନୀଙ୍କୁ ଗିରଫ କରାଯାଇଛି। ଧରାପଡ଼ିଥିବା ପାକିସ୍ତାନୀମାନଙ୍କୁ ପୋରବନ୍ଦର ଅଣାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com