ଓଡ଼ିଶା

୧୦୭ଟି ପୌରାଧ୍ୟକ୍ଷ ପଦବୀ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର() ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ଏନେଇ ଆପତ୍ତି ଅଭିଯୋଗ/ ପରାମର୍ଶ ଦାଖଲ ପାଇଁ ୧୫ ଦିନର ମହଲତ ଦିଆଯାଇଛି । ଆପତ୍ତି ଅଭିଯୋଗ ଗ୍ରହଣ ପରେ ପରବର୍ତ୍ତୀ ସମୟରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com