ଓଡ଼ିଶା

ଭୁବନେଶ୍ୱର ଏମ୍ସର ୩୦୦ରୁ ଅଧିକ କର୍ମଚାରୀ ପଜିଟିଭ, ଆଜିଠୁ ଓପିଡି ବନ୍ଦ

ଭୁବନେଶ୍ୱର () ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଜାନୁଆରୀ ୧ରୁ ଆଜି ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି।

ସୂଚନା ଅନୁସାରେ ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ୨୦ ଜଣ ଛାତ୍ରଛାତ୍ରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com