Featuredଅନ୍ୟାନ୍ୟ

ଟନେଲରେ ଉଦ୍ଧାର କାର୍ଯ୍ୟର ସଫଳତା

ଉତ୍ତରାଖଣ୍ଡର ସିଲ୍କିରା ଟନେଲରେ ଉଦ୍ଧାର କାର୍ଯ୍ୟର ସଫଳତା ପରେ ଏହାକୁ ନେଇ ଫିଲ୍ମ ନିର୍ମାଣ କରିବା ଯୋଜନା ଆରମ୍ଭ ହୋଇଛି। ସୋସିଆଲ ମିଡିଆ ପୋଷ୍ଟ ଅନୁଯାୟୀ ଏହି ଉଦ୍ଧାର କାର୍ଯ୍ୟରେ ଖୁବ ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ।

ଅନୁମାନ କରାଯାଉଛି ଖିଲାଡି ବୟ ଅକ୍ଷୟ କୁମାର ଏହି ଉଦ୍ଧାର କାର୍ଯ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ତାଙ୍କୁ ଟନେଲ ବିଶେଷଜ୍ଞ ଅନୋଲ୍ଡ ଡିକ୍ସଙ୍କ ଭୂମିକାରେ ଦେଖିବାକୁ ମିଳିବ। ସୋସିଆଲ ମିଡିଆରେ ଭାଇରାଲ ହେବା ପୋଷ୍ଟରେ ଏହା ଦାବି କରାଯାଉଛି।

Related Articles

Back to top button