ଓଡ଼ିଶା

୫ ଜିଲ୍ଲାରେ ପଡ଼ିବ ଘନ କୁହୁଡ଼ି; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ପାଣିପାଗରେ ସେପରି କୌଣସି ବଡ଼ ଧରଣ ପରିବର୍ତ୍ତନର ସମ୍ଭାବନା ନାହିଁ। ରାଜ୍ୟର ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବାର ସମ୍ଭାବନା ଅଧିକ ରହିଛି।
ତେବେ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡ଼ିଶା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଗଭୀରରୁ ମଧ୍ୟମ ଧରଣର କୁହୁଡି ପଡ଼ିବାର ସମ୍ଭାବନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com