Breaking NewsFeaturedଓଡ଼ିଶା

ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି

ରାଜ୍ୟରେ ବଦଳିବ ପାଗ । ଆସନ୍ତା ୧୭ ତାରିଖରୁ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ଅଞ୍ଚଳରେ ଶୀତ ଅନୁଭୂତ ହେବ । ୧୭ ତାରିଖ ବେଳକୁ ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ଥିବାରୁ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com