ଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଷଷ୍ଠ ସମନକୁ ଏଡାଇ ଯାଇଛନ୍ତି । ଇଡିର ସମନ ବେଆଇନ ଏବଂ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦୀତ, ମାମଲା ବର୍ତ୍ତମାନ କୋର୍ଟରେ ଅଛି ବୋଲି ଆପ୍ କହିଛି।

ଆଜି ଦଳ ଏକ ବିବୃତ୍ତିରେ କହିଛି ଯେ, ଇଡି ଏହି ମାମଲା ଉପରେ ନିଜେ କୋର୍ଟରେ ପହଞ୍ଚିଛି। ତେଣୁ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଇଡି କାର୍ଯ୍ୟଳୟରେ ପହଞ୍ଚିବାର କୌଣସି ଆବଶ୍ୟକତା ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com