ଓଡ଼ିଶା

ପୁରୀରେ ୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ: ଅଭିଯୁକ୍ତ ଫେରାର

ପୁରୀ() ପୁରୀ ସିଦ୍ଧବକୁଳ ଲେନରେ ଜଣେ ୫ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବାର ଆଜି ଅଭିଯୋଗ ହୋଇଛି। ନାବାଳିକାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି। ଦୁଷ୍କର୍ମକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ଟାଉନ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com