ଓଡ଼ିଶା

ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି

ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି।

ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି। ଆଗାମୀ ୩ ଦିନ ବିକ୍ଷିପ୍ତ ବର୍ଷା ରାଜ୍ୟରେ ଦେଖିବାକୁ ମିଳିବ।

Related Articles

Back to top button