ଶିକ୍ଷା

ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା

ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା । ୨ ରୁ ୧୨ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ହେବ । ଇଣ୍ଟିଗ୍ରେଟେଡ୍‌ ଭୋକେସନାଲ ପାଠ୍ୟକ୍ରମର ପ୍ରାକ୍ଟିକାଲ୍‌ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି।

୧୫ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ୍‌ ପାଇଁ ୨ ଘଣ୍ଟା, ୬୦, ୩୦ ଓ ୨୦ ମାର୍କ ପରୀକ୍ଷା ପାଇଁ ୩ ଘଣ୍ଟା ଧାର୍ଯ୍ୟ ହୋଇଛି। ‌ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ଥିଓରି ପରୀକ୍ଷା ଆରମ୍ଭ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com