ଓଡ଼ିଶା

ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି

ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ଗତକାଲି ତୁଳନାରେ ଦିନ ତାପମାତ୍ରା ସାମାନ୍ୟ କମ ରହିବା ସମ୍ଭାବନା ରହିଛି ।

ହେଲେ ଆହୁରି ୫ ଦିନ ଗରମ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ରାତିରେ ସ୍ବାଭାବିକ ଠାରୁ ୫ ଡିଗ୍ରୀ ଅଧିକ ରହୁଛି ତାପମାତ୍ରା । ଉପକୂଳ ଓଡ଼ିଶାର ଆଦ୍ରତା ୭୦ ପ୍ରତିଶତ ପର୍ଯ୍ୟନ୍ତ ରହୁଥିବାରୁ ପ୍ରବଳ ଗୁଳିଗୁଳି ଅନୁଭୂତ ହେଉଛି ।

Related Articles

Back to top button