ଅନ୍ତର୍ଜାତୀୟ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଲକ୍ଷ୍ମୀଦୀପର ଫଟୋକୁ ନେଇ ବିବାଦ ପରେ ଭାରତ ଏବଂ ମାଲଦ୍ୱୀପ ମଧ୍ୟରେ ସମ୍ପର୍କ ଏତେଟା ଭଲ ନାହିଁ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଲକ୍ଷ୍ମୀଦୀପର ଫଟୋକୁ ନେଇ ବିବାଦ ପରେ ଭାରତ ଏବଂ ମାଲଦ୍ୱୀପ ମଧ୍ୟରେ ସମ୍ପର୍କ ଏତେଟା ଭଲ ନାହିଁ ।

ଏଭଳି ସମୟରେ ରାଷ୍ଟ୍ରପତି ମୋଇଜୁ ଗଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇବା ସହ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କକୁ ପ୍ରଶଂସା କରିଛନ୍ତି।ମାଲଦ୍ୱୀପ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ବିବୃତ୍ତି ଅନୁଯାୟୀ, ମୋଇଜୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗଣତନ୍ତ୍ର ଦିବସରେ ଅଭିନନ୍ଦନ ଜଣାଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com