ଜାତୀୟ

ସାଧାରଣ ବଜେଟ୍ ୨୦୨୨-୨୩ ଲାଇଭ୍ : ଏଲଆଇସିର ପବ୍ଲିକ ଇସ୍ୟୁ ଜାରି ହେବ, ଭିତ୍ତିଭୂମି ନିର୍ମାଣ ଉପରେ ଗୁରୁତ୍ବ

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ଆର୍ଥିକ ବର୍ଷରେ ଦେଶର ଅଭିବୃଦ୍ଧି ହାର ୯.୨୭ ପ୍ରତିଶତ ରହିବ ବୋଲି ସେ କହିଛନ୍ତି ।

କେନ୍ଦ୍ର ସରକାର ଭିତ୍ତିଭୂମି ନିର୍ମାଣ, ପୁଞ୍ଜି ବିନିବେଶ, ସଡ଼କ ନିର୍ମାଣ ଉପରେ ଗୁରୁତ୍ବ ଦେଉଛନ୍ତି ବୋଲି ସେ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com