୩ ହଜାରକୁ ଖସିଲା ରାଜ୍ୟର ପଜିଟିଭ୍ ସଂଖ୍ୟା
ଭୁବନେଶ୍ୱର() ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । କଟକରୁ ୪ ଜଣ, ଖୋର୍ଦ୍ଧା ଓ ପୁରୀରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 31st Jan
New Positive Cases: 3086
Of which 0-18 years: 454
In quarantine: 1797
Local contacts: 1289(Details of local contacts will be shared by concerned District)
1. Angul: 82
2. Balasore: 76
3. Bargarh: 36
4. Bhadrak: 77
5. Balangir: 76
6. Boudh: 16— I & PR Department, Odisha (@IPR_Odisha) February 1, 2022
7. Cuttack: 325
8. Deogarh: 69
9. Dhenkanal: 71
10. Gajapati: 63
11. Ganjam: 46
12. Jagatsinghpur: 74
13. Jajpur: 149
14. Jharsuguda: 69
15. Kalahandi: 77
16. Kandhamal: 24
17. Kendrapada: 49
18. Keonjhar: 39
19. Khurda: 652
20. Koraput: 44
21. Malkangiri: 30
22. Mayurbhanj: 109— I & PR Department, Odisha (@IPR_Odisha) February 1, 2022