ଓଡ଼ିଶା

ସବୁଜ ଓଡ଼ିଶା ଗଠନ ପାଇଁ ଦୈନନ୍ଦିନ ଜୀବନରେ ପ୍ଲାଷ୍ଟିକ୍‍ ବ୍ୟବହାର ହ୍ରାସ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଝୋଟ ତିଆରି ବ୍ୟାଗ୍‍ ଦିଆଯାଉଛି

ସବୁଜ ଓଡ଼ିଶା ଗଠନ ପାଇଁ ଦୈନନ୍ଦିନ ଜୀବନରେ ପ୍ଲାଷ୍ଟିକ୍‍ ବ୍ୟବହାର ହ୍ରାସ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ୨ଟି ଲେଖାଏଁ ଝୋଟ ତିଆରି ବ୍ୟାଗ୍‍ ଦିଆଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିତାଧିକାରୀମାନଙ୍କୁ ବ୍ୟାଗ ବଣ୍ଟନ ଆରମ୍ଭ କରିଛନ୍ତି । ପରିବେଶର ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି ବୋଲି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com