ଅନ୍ୟାନ୍ୟ

ପିକଅପ୍ ଭ୍ୟାନ ଦୁର୍ଘଟଣା, ୬ ଜଣ ମୃତୁ ଏବଂ ୧୦ଜଣରୁ ଅଧିକ ଗୁରୁତୁ

ବାଲିଗୁଡାମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ପିକଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା କୋଟଗଡ ଅଞ୍ଚଳରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଖହମଗୁଡା ଛକରେ ପିକଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍ । ଦୁର୍ଘଟଣା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ୧୦ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କୋଟଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com