ଓଡ଼ିଶା

ଚତୁର୍ଥ ପର୍ଯ୍ୟାୟରେ ସାରା ରାଜ୍ୟରେ ହୋଇଛି ୭୯ ପ୍ରତିଶତ ମତଦାନ

ଭୁବନେଶ୍ୱର() ଗତକାଲି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ହୋଇଥିଲା | ଆଉ ସାରା ରାଜ୍ୟରେ ୭୯ ପ୍ରତିଶତ ମତଦାନ ହୋଇଥିବାବେଳେ ସୁବର୍ଣ୍ଣପୁରରେ ସର୍ବାଧିକ ୮୬.୫୧ ପ୍ରତିଶତ, ବରଗଡରେ ୮୪ ପ୍ରତିଶତ, ଅନୁଗୁଳରେ ୭୭.୭୫ ପ୍ରତିଶତ, ବାଲେଶ୍ୱରରେ ୭୮ ପ୍ରତିଶତ, ବଲାଙ୍ଗୀରରେ ୮୨.୨ ପ୍ରତିଶତ, ଭଦ୍ରକରେ ୭୭ ପ୍ରତିଶତ, କଟକରେ ୮୦.୬୪ ପ୍ରତିଶତ, ଢେଙ୍କାନାଳରେ ୮୦.୫୯ ପ୍ରତିଶତ, ଗଜପତିରେ ୮୨.୧୭ ପ୍ରତିଶତ, ଗଞ୍ଜାମରେ ୬୫.୨ ପ୍ରତିଶତ, ଜଗତସିଂହପୁରରେ ୮୧ ପ୍ରତିଶତ ମତଦାନ ହୋଇଛି |

ଯାଜପୁରରେ ୭୩ ପ୍ରତିଶତ, କଳାହାଣ୍ଡିରେ ୮୦ ପ୍ରତିଶତ, କନ୍ଧମାଳ ଓ ଖୋର୍ଦ୍ଧାରେ ୭୪ ପ୍ରତିଶତ, କେନ୍ଦ୍ରାପଡା ଓ କେଉଁଝରରେ ୭୭ ପ୍ରତିଶତ, କୋରାପୁଟରେ ୮୨ ପ୍ରତିଶତ, ମାଲକାନଗିରିରେ ୭୪ ପ୍ରତିଶତ, ମୟୁରଭଞ୍ଜରେ ୭୫ ପ୍ରତିଶତ, ନବରଙ୍ଗପୁରରେ ୮୩ ପ୍ରତିଶତ ମତଦାନ ହୋଇଛି |

Related Articles

Back to top button
WP Twitter Auto Publish Powered By : XYZScripts.com