ଓଡ଼ିଶା

ଯାତ୍ରା ଟ୍ରକ୍ ଦୁର୍ଘଟଣାରେ ଜଣେ ମୃତ୍ୟୁ ଏବଂ ୫ ଜଣ ଗୁରୁତର

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଗଡିଆ ଛକ ନିକଟରେ ଯାତ୍ରାପାର୍ଟି ଟ୍ରକ୍ ଦୁର୍ଘଟଣା । ଭାରସାମ୍ୟ ହରାଇ ରାଜପଥ ପାର୍ଶ୍ବକୁ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ବେତନଟୀ ଅଗ୍ନିଶମ ବାହିନୀ ଓ ବୈଶିଙ୍ଗା ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com