ଜାତୀୟ

ଜ୍ଞାନେଶ କୁମାର ଓ ସୁଖବୀର ସିଂହ ସନ୍ଧୁଙ୍କୁ ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି

ଦୁଇ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ଗତ କିଛିଦିନ ଧରି ଲାଗି ରହିଥିବା ଚର୍ଚ୍ଚାର ଅନ୍ତ ଘଟିଛି । ଜ୍ଞାନେଶ କୁମାର ଓ ସୁଖବୀର ସିଂହ ସନ୍ଧୁଙ୍କୁ ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି ।

ଏନେଇ ଭାରତୀୟ ନିର୍ବାଚନ କମିଶନଙ୍କ ତରଫରୁ ଏକ ନୋଟିଫିକେସନ ଜାରି କରାଯାଇଛି । ଏହି ଦୁଇ ଜଣଙ୍କୁ ନିର୍ବାଚନ କମିଶନର ପଦରେ ନିଯୁକ୍ତି ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ମଞ୍ଜୁରୀ ଦେଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com