ଓଡ଼ିଶା

ଆଉ କରୋନାରେ ଆଖି ବୁଜିଲେ ୨୨ ଆକ୍ରାନ୍ତ

ଭୁବନେଶ୍ୱର () ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ପୂର୍ବ ଅପେକ୍ଷା ବୃଦ୍ଧି ପାଉଥିବା ଦେଖାଯାଉଛି । ୨୪ ଘଣ୍ଟାରେ ଆଉ ଚିକିତ୍ସାଧୀନ ଅବସ୍ଥାରେ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୨,ଢେଙ୍କାନାଳ, ଜଗତସିଂହପୁର ଓ ବଲାଙ୍ଗୀରରୁ ଜଣେ ଲେଖାଏଁ, କନ୍ଧମାଳ,ମୟୁରଭଞ୍ଜ ଓ ସୁନ୍ଦରଗଡରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୭୯୭ରେ ପହଞ୍ଚିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com