ଓଡ଼ିଶା

ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ୩ଟି କ୍ୱିକ ରେସ୍ପନ୍ସ ଟିମ, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ।

Related Articles

Back to top button