ଓଡ଼ିଶା

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ଧର୍ମଗଡ() କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଜାମପଡା ଗାଁ ନିକଟରେ ହାତୀର ମୃତ୍ୟୁ ହୋଇଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଜାମପଡା ଜଙ୍ଗଲରୁ ହାତୀ ପଲ ଗାଁ ମୁହାଁ ହୋଇଥିଲେ । କୌଣସି କାରଣରୁ ମାଈ ହାତୀଟିର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com