ମନୋରଞ୍ଜନ

ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଅନେକ ପରିବର୍ତ୍ତନ କରାଯାଇଛି

ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଅନେକ ପରିବର୍ତ୍ତନ କରାଯାଇଛି। ଏଥିରେ ‘ସର୍ବଶ୍ରେଷ୍ଠ ନବାଗତ ଚଳଚ୍ଚିତ୍ର ପାଇଁ ରହିଥିବା ଇନ୍ଦିରା ଗାନ୍ଧୀ ପୁରସ୍କାର’ ଏବଂ ‘ଜାତୀୟ ସଂହତି ଉପରେ ସର୍ବଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ନର୍ଗିସ୍‌ ଦତ୍ତ ପୁରସ୍କାର’ରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କିମ୍ବଦନ୍ତୀ ଅଭିନେତ୍ରୀଙ୍କ ନାଁ ହଟାଇ ଦିଆଯାଇଛି।

ବିଭିନ୍ନ ବର୍ଗରେ ଦିଆଯାଉଥିବା ସମ୍ମାନକୁ ଯୁକ୍ତିସଙ୍ଗତ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଗଠିତ କମିଟିର ସୁପାରିସକ୍ରମେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ପରିବର୍ତ୍ତନ ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com