ରାଜନୀତି

ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧ ବଢୁଛି

ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧ ବଢୁଛି। ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି ।

ବେଗୁନିଆ- ବୋଲଗଡ଼ରେ ଅପରାଜିତା ଷଡ଼ଙ୍ଗୀଙ୍କ ବିରୋଧରେ ସୃଷ୍ଟି ହୋଇଛି ତୀବ୍ର ଅସନ୍ତୋଷ। ବେଗୁନିଆ- ବୋଲଗଡ଼ରେ ସକ୍ରିୟ ବିଜେପି ସଭ୍ୟମାନେ ଏକାଠି ହୋଇ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରାର୍ଥିତ୍ବକୁ ବିରୋଧ କରିବା ସହ ତାଙ୍କ ଦ୍ଵାରା ମନୋନୀତ ବିଧାୟକ ପ୍ରାର୍ଥୀଙ୍କୁ ମଧ୍ୟ ବିରୋଧ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com