ଓଡ଼ିଶା

ଚଳିତ ବର୍ଷ ଏପ୍ରିଲ ମାସରେ ସର୍ବାଧିକ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ

ତାତିରେ ହେବ ରେକର୍ଡ। ଚଳିତ ବର୍ଷ ଏପ୍ରିଲ ମାସରେ ସର୍ବାଧିକ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ। ରାଜ୍ୟକୁ ବର୍ତ୍ତମାନ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରୁ ଗରମ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ତାପମାତ୍ରା ବୃଦ୍ଧି ପାଉଛି।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ। ପ୍ରଭାବରେ ବୁଧବାର ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com