ଓଡ଼ିଶା

ସରପଞ୍ଚ ପ୍ରାର୍ଥୀଙ୍କ ହୃଦଘାତରେ ମୃତ୍ୟୁ: ନିର୍ବାଚନ ସ୍ଥଗିତ

ବରଗଡ଼: ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି। ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ତାଙ୍କ ମୃତ୍ୟୁ ଯୋଗୁଁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି।

ଅପରପକ୍ଷରେ କଟକ ଜିଲ୍ଲା ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀଙ୍କ ମୃତ୍ୟୁ ପରେ ସରପଞ୍ଚ ଭୋଟ ବାତିଲ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com