ରାଜନୀତି

ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି

ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି।

ଏଭଳି ସ୍ଥିତିରେ ଘରୋଇ ବିମାନ ଓ ହେଲିକପ୍ଟର ଚାହିଦା ୪୦ ପ୍ରତିଶତ ବଢ଼ିଯାଇଛି। ଫଳରେ ଏହାର ଅପରେଟରମାନେ ୧୫ରୁ ୨୦ ପ୍ରତିଶତ ଅଧିକ ଆୟ କରିବା ନେଇ ଆଶା କରୁଛନ୍ତି। ଚାର୍ଟାର୍ଡ ସର୍ଭିସ୍‌ର ଘଣ୍ଟା ପ୍ରତି ଭଡ଼ା ବୃଦ୍ଧି ପାଇ ୪.୫ରୁ ୫.୨୫ ଲକ୍ଷ ଟଙ୍କାରେ ପହଞ୍ଚିଛି।

Related Articles

Back to top button
WP Twitter Auto Publish Powered By : XYZScripts.com