ଜାତୀୟ

ଭାରତର ତତ୍‌ତ୍କାଳିନ ପ୍ରଧାନମନ୍ତ୍ରୀ ଇନ୍ଦିର ଗାନ୍ଧିଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭାରତର ତତ୍‌ତ୍କାଳିନ ପ୍ରଧାନମନ୍ତ୍ରୀ ଇନ୍ଦିର ଗାନ୍ଧିଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଦୀର୍ଘ ୯୦ ମିନିଟ୍‌ ଧରି ନ୍ୟୁଜ୍‌ଓ୍ୱିକ୍‌କୁ ସେ ଦେଇଛନ୍ତି ସାକ୍ଷାତକାର। ଏହି ସମୟରେ ସେ ଚାଇନା ଠାରୁ ଆରମ୍ଭ ବିଶ୍ୱ ଅର୍ଥବ୍ୟବସ୍ଥା ଓ ଭାରତର ଅର୍ଥନୈତିକ ବ୍ୟବସ୍ଥାକୁ ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com