ଓଡ଼ିଶା

କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ମିଳିନି ପରିଚୟ

ଭୁବନେଶ୍ବର() ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର କୁଆଖାଇ ନଦୀରେ ଭାସୁଛି ଯୁବକଙ୍କ ମୃତଦେହ । ମୃତଦେହକୁ ନଦୀରୁ ଉଦ୍ଧାର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହର ପରିଚୟ ମିଳିନାହିଁ । ନନ୍ଦନକାନନ ଥାନା ପୋଲିସର ତଦନ୍ତ ଜାରି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com