ଓଡ଼ିଶା

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି

ପୁରୀ() ଦୁଇ ଦିନିଆ ପୁରୀ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। କାର୍ଯ୍ୟସୂଚୀ ଅନୁଯାୟୀ, ରାଷ୍ଟ୍ରପତି ଗତକାଲି  ସନ୍ଧ୍ୟା ୫ଟାରେ  ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଥିଲେ। ମହାପ୍ରଭୁଙ୍କ ଦର୍ଶନ ସାରି ରାଷ୍ଟ୍ରପତି ରାଜଭବନରେ ରାତ୍ରୀ ଯାପନ କରିଥିଲେ।

ତେବେ ରାଷ୍ଟ୍ରପତି ଆଜି ସକାଳ ୧୦ଟା ୩୫ ମିନିଟ୍‌ରେ ରାଷ୍ଟ୍ରପତି ବଡ଼ଦାଣ୍ଡରେ ଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ ପରିଦର୍ଶନ କରି ପୂର୍ବାହ୍ନ ୧୧ଟାରେ ଗୌଡୀୟ ମିଶନର ପ୍ରତିଷ୍ଠାତାଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉତ୍ସବରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ଲୁ ବୁକ୍ ବ୍ୟବସ୍ଥା ଅନୁଯାୟୀ, ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବ ରେ 40 ପ୍ଲାଟୁନ ଫୋର୍ସ , 2 ଶହ ଅଫିସର ନିୟୋଜିତ ରହିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com