ରାଜ୍ୟରେ ଆଉ ୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୪୫ ଛୁଇଁଲା
ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 80 years old Male of Cuttack District.
2.A 61 years old Female of Khordha District who was also suffering from Hypertension.
— H & FW Dept Odisha (@HFWOdisha) February 23, 2022
3.A 62 years old Female of Keonjhar District who was also suffering from Diabetes Mellitus, Hypertension & Chronic Kidney Disease.
4.A 54 years old Male of Nayagarh District who was also suffering from Diabetes Mellitus.
— H & FW Dept Odisha (@HFWOdisha) February 23, 2022
7.A 50 years old Female of Sambalpur District who was also suffering from Hypertension, Chronic Kidney Disease & Coronary Artery Disease.
8.A 88 years old Male of Sundargarh District who was also suffering from Diabetes Mellitus.
— H & FW Dept Odisha (@HFWOdisha) February 23, 2022
ମୃତକଙ୍କ ମଧ୍ୟରୁ ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, କେନ୍ଦୁଝର, ଖୋର୍ଦ୍ଧା, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।