ଅନ୍ତର୍ଜାତୀୟ

ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ

ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ।ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଏହି ସପ୍ତାହ ପୂର୍ବରୁ ଇରାନର ପ୍ରତିପକ୍ଷ ଆମୀର ଅବ୍‌ଦୁଲ୍ଲାଙ୍କ ସହ କଥା ହୋଇଥିବା କହିଛନ୍ତି।

Related Articles

Back to top button