ଓଡ଼ିଶା

ବାରବାଟୀରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌

କଟକ() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଲଢେଇ । ଜୁନରେ ପ୍ରଥମ ଥର ପାଇଁ ଓଡ଼ିଶା ଆସିବ ଦକ୍ଷିଣ ଆଫ୍ରିକା ଦଳ । ଏନେଇ OCA ପକ୍ଷରୁ ସୂଚନା ଦିଆଯାଇଛି । ଜୁନ ୯ ରୁ ୧୯ ତାରିଖ ପର୍ଯ୍ୟନ୍ତ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-20 ମୁକାବିଲା ହେବ । ଏହା ପୂର୍ବରୁ ଉଭୟଦଳ ଓଡିଶାରେ ପହଞ୍ଚିବେ ।

ପୂର୍ବରୁ ଟି20 ସିରିଜର ଏକ ମ୍ୟାଚ୍‌ ବାରବାଟୀରେ ଖେଳାଯିବା ନେଇ BCCI ସହମତି ପ୍ରକାଶ କରିଥିଲା । ଫେବୃଆରୀ 15ରେ ଭାରତ ଓ ୱେଷ୍ଟ ଇଣ୍ଡିଜ ମଧ୍ୟରେ ଟି20 ମୁକାବିଲା ଖେଳାଯିବା ନେଇ ସୂଚୀ ରହିଥିଲା । ମାତ୍ର ଦେଶରେ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ବିସିସିଆଇ ଏହି ସିରିଜର ଭେନ୍ୟୁ ପରିବର୍ତ୍ତନ କରିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com