ଓଡ଼ିଶା

ଡକ୍ଟର ସୁନୀତି ମୁଣ୍ଡ୍‌ଙ୍କୁ ଭୁବନେଶ୍ବର ମେୟର ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର : ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି । ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି । ଭୁବନେଶ୍ବର ମହାନଗର ନିଗମ ନିର୍ବାଚନ ପାଇଁ ଡକ୍ଟର ସୁନୀତି ମୁଣ୍ଡ୍‌ଙ୍କୁ ପ୍ରାର୍ଥୀ କରିଛି ବିଜେପି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରେସ୍‌ ମିଟ୍‌ କରି ଘୋଷଣା କରିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ।

Related Articles

Back to top button
WP Twitter Auto Publish Powered By : XYZScripts.com