ଓଡ଼ିଶା

ଲଘୁଚାପ ବାତ୍ୟା ନେଇ IMD ଡିଜିଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା, ଜାଣନ୍ତୁ କ’ଣ କହିଲେ?

ଭୁବନେଶ୍ୱର : ଲଘୁଚାପ ବାତ୍ୟାର ରୂପ ନେବା ନେଇ ଚର୍ଚ୍ଚା ଜୋର ଧରିଛି । ଏହି ପ୍ରସଙ୍ଗରେ ବର୍ତ୍ତମାନ ସୁଦ୍ଧା ବାତ୍ୟା ଆକଳନ ହୋଇନଥିବା ଆଇଏମଡି ଡିଜି ମୃତ୍ୟୁ ମହାପାତ୍ର କହିଛନ୍ତି । ବାତ୍ୟା ନେଇ ଏପର୍ଯ୍ୟନ୍ତ କିଛି ଆକଳନ କରାଯାଇନି ବୋଲି ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ।

ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଭାରତ ମହାସାଗର-ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହେବ । ଲଘୁଚାପ ସୃଷ୍ଟି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com