ଓଡ଼ିଶା

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ, ୨ ଗୁରୁତର

ଭଦ୍ରକ() ଭଦ୍ରକ ଅନ୍ତର୍ଗତ ଧାମନଗର ଥାନା ଦଳାଙ୍ଗ ନିକଟରେ ସଡ଼କ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ବାଇକକୁ ଏକ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com