ମନୋରଞ୍ଜନ

କାତାର ଜେଲରୁ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମୁକ୍ତି ପଛରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି

କାତାର ଜେଲରୁ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କ ମୁକ୍ତି ପଛରେ ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପୂର୍ବରୁ ଗୁପ୍ତଚର ବୃତ୍ତି ଅଭିଯୋଗରେ ଫାଶୀଦଣ୍ଡାଦେଶ ପାଇଥିବା ୭ ଜଣ ଭାରତରେ ପହଞ୍ଚତ୍ଛନ୍ତି।

ଶାହରୁଖ୍‌ଙ୍କ ମଧ୍ୟସ୍ଥତାରେ ସେମାନଙ୍କୁ ମୁକ୍ତ କରାଯାଇଥିବା କେତେକ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଶାହରୁଖ ଏଭଳି ରିପୋର୍ଟକୁ ଖଣ୍ଡନ କରି ଅଫିସରମାନଙ୍କ ମୁକ୍ତିରେ ତାଙ୍କର ଭୂମିକା ନ ଥିବା କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com