ଅନ୍ତର୍ଜାତୀୟ

ପାକିସ୍ତାନର ଆର୍ଥିକ ଅବସ୍ଥା କାହାଠାରୁ ଲୁଚି ରହିନାହିଁ

ପାକିସ୍ତାନର ଆର୍ଥିକ ଅବସ୍ଥା କାହାଠାରୁ ଲୁଚି ରହିନାହିଁ। ପ୍ରତିଦିନ ସାହାଯ୍ୟକାରୀ ଦେଶ ସହାୟତା କରୁଛନ୍ତି।ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି।

ସେ କହିଛନ୍ତି ଆମ ଚାରିପାଖରେ ଥିବା ଦେଶମାନେ ଚନ୍ଦ୍ରରେ ପହଞ୍ଚିଛନ୍ତି, କିନ୍ତୁ ପାକିସ୍ତାନ ଏପର୍ଯ୍ୟନ୍ତ ଭୂମିରୁ ଉଠିନାହିଁ।ନୱାଜ ସରିଫ ଇସଲାମାବାଦରେ ପାକିସ୍ତାନ ମୁସଲିମ ଲିଗ ନୱାଜ କର୍ମୀଙ୍କୁ ସମ୍ବୋଧିତ କରି ଏହା କହିଛନ୍ତି।

Related Articles

Back to top button