ଜାତୀୟ

ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ଭିକ ମାଗି କୋଟିପତି ପାଲଟିଛନ୍ତି

ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ଭିକ ମାଗି କୋଟିପତି ପାଲଟିଛନ୍ତି। ଭିକ ମାଗିବା ଅଭିଯୋଗରେ ମହିଳା ଜଣକୁ ପୁଲିସ ଗିରଫ କରିଛି। ପୁଲିସକୁ ମହିଳା ଜଣକ ଦେଇଥିବା ସୂଚନା ଅନୁସାରେ ୬ ସପ୍ତାହରେ ମହିଳାଜଣକ ଅଢ଼େଇ ଲକ୍ଷ ଟଙ୍କା ରୋଜଗାର କରିଛି।

ମାସିକ ରୋଜଗାର ପ୍ରାୟ ଲକ୍ଷେ ୬୦ ହଜାର ଟଙ୍କା। ମହିଳା ଜଣକ ନାମ ହେଉଛି ଇନ୍ଦ୍ରା ବାଇ। ଇନ୍ଦ୍ରାଙ୍କର ୫ଟି ପିଲା ଅଛନ୍ତି। ଇନ୍ଦ୍ରା ପିଲାମାନଙ୍କୁ ଇନ୍ଦୋରରେ ଭିକ ମଗାଇବା କାର୍ୟ୍ୟରେ ନିୟୋଜିତ କରିଛି।

Related Articles

Back to top button