ଅନ୍ୟାନ୍ୟ

ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ-୨୦୨୪

ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ-୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆୟୋଜନ ହେବାକୁ ଥିବା ଜାତୀୟ ସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ଏହି ମେଳା ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ ।

ଏହା ଜାନୁଆରୀ ୬ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪୦୦ଟି ଷ୍ଟଲ ଖୋଲାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com