ଓଡ଼ିଶା

ଭିଜିଲାନ୍ସ ଜାଲରେ ତାଳଚେର RWS&S ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । ତାଳଚେର RWS&S ସହକାରୀ ଯନ୍ତ୍ରୀ ସନ୍ତୋଷ ସାହୁଙ୍କୁ ଧରିଛି ଭିଜିଲାନ୍ସ । ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସନ୍ତୋଷଙ୍କୁ ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍ ପାସ ପାଇଁ ଲାଞ୍ଚ ନେଉଥିଲେ ଜଣାପଡିଛି । ସନ୍ତୋଷଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ାଉ କରୁଛି । ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଠାବ ହୋଇଛି, ତାହାର କୌଣସି ସୂଚନା ମିଳିନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com