ଜାତୀୟ

ବଲାଙ୍ଗୀର ଏବଂ ସୋନପୁର ମଧ୍ୟରେ ଗୋଟିଏ ନୂଆ ଟ୍ରେନ୍‌ ପ୍ରଚଳନ ବଲାଙ୍ଗିର ପାଶ୍ୱର୍ରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍‌ ଲାଇନ୍‌ କାର୍ଯ୍ୟକ୍ଷମ ହେବା ନେଇ ରେଳବାଇ ପକ୍ଷରୁ ନିଷ୍ପତ୍ତି ହୋଇଛି।

ବଲାଙ୍ଗୀର ଏବଂ ସୋନପୁର ମଧ୍ୟରେ ଗୋଟିଏ ନୂଆ ଟ୍ରେନ୍‌ ପ୍ରଚଳନ ବଲାଙ୍ଗିର ପାଶ୍ୱର୍ରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍‌ ଲାଇନ୍‌ କାର୍ଯ୍ୟକ୍ଷମ ହେବା ନେଇ ରେଳବାଇ ପକ୍ଷରୁ ନିଷ୍ପତ୍ତି ହୋଇଛି।

ଭୁବନେଶ୍ୱର-ବଲାଙ୍ଗିର-ଭୁବନେଶ୍ୱର ଏକ୍ସପ୍ରେସ୍‌ ଏବଂ ଦୁଇ ଯୋଡ଼ା ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ଯୋଜନା ହୋଇଛି। ଭୁବନେଶ୍ୱର-ବଲାଙ୍ଗୀର ଏକ୍ସପ୍ରେସ୍‌ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ।

Related Articles

Back to top button