ଅନ୍ତର୍ଜାତୀୟ

ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ପ୍ରାୟ ୩ ମାସ ବିତିଗଲାଣି

ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ପ୍ରାୟ ୩ ମାସ ବିତିଗଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଇସ୍ରାଏଲ ପ୍ରଧାମନ୍ତ୍ରୀବେଞ୍ଜାମିନ ନେତାନ୍ୟାହୁଙ୍କ ସୈନ୍ୟବାହିନୀ ଗାଜା ଷ୍ଟ୍ରିପକୁ କାବୁ କରିବାରେ ସକ୍ଷମ ହୋଇ ନାହାନ୍ତି।

ଏହି ସମୟରେ, ହମାସ ପାଖରେ ଥିବା ଅସ୍ତ୍ରଶସ୍ତ୍ର ସମ୍ବନ୍ଧରେ ଇସ୍ରାଏଲ ସେନା ଏକ ବଡ଼ ପର୍ଦ୍ଦାଫାଶ କରିଛି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ କହିଛି ସେମାନେ ଗାଜାର ହମାସ ଘାଟିରୁ ବିପୁଳ ମରିମାଣର ଚାଇନାର ମାରାତ୍ମକ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି।

Related Articles

Back to top button