ମନୋରଞ୍ଜନ

ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଥିଲେ ଫିଲ୍ମ ‘ପୁଷ୍ପା-୨’ ନିର୍ମାତା

ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଥିଲେ ଫିଲ୍ମ ‘ପୁଷ୍ପା-୨’ ନିର୍ମାତା। ଅଭିନେତାଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଥିଲେ ନିର୍ମାତା, ଯାହା କିଛି ସମୟ ମଧ୍ୟରେ ଭାଇରାଲ ହୋଇଥିଲା।

ରିଲିଜ୍ ପୂର୍ବରୁ ହିଁ ଫିଲ୍ମଟି ୧୨୦୦କୋଟିରୁ ଅଧିକ ଟଙ୍କା ଆୟ କରିଥିବା ଜଣାପଡ଼ିଛି।

Related Articles

Back to top button