ଓଡ଼ିଶା

ଆଜି ଶ୍ରୀମନ୍ଦିରରେ ଖସାପଡା ନୀତି, ଅପରାହ୍ନ ୪ରୁ ଦର୍ଶନ ବନ୍ଦ

ପୁରୀ() ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କ ଖସାପଡ଼ା ନୀତି । ଆଜି ଅପରାହ୍ନ ୪ରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହି ନୀତିକାନ୍ତି ଆରମ୍ଭ ହେବ । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି । ଚୈତ୍ର ଶୁକ୍ଳ ତୃତୀୟା ତିଥିରେ ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି ହୁଏ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅର୍ଥାତ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଏହି ନୀତିକାନ୍ତି ହେବ । ତେଣୁ ଚାରି ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ଦଇତାପତି ସେବକମାନଙ୍କ ଦ୍ୱାରା ସମ୍ପାଦିତ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com