ଓଡ଼ିଶା

ଦେଶର ୧୯ଟି ସହରର ବାୟୁ ପ୍ରଦୂଷଣ ମାତ୍ରା ଅତି ସାଂଘାତିକ ସ୍ତରରେ ପହଞ୍ଚିଛି

ଦେଶର ୧୯ଟି ସହରର ବାୟୁ ପ୍ରଦୂଷଣ ମାତ୍ରା ଅତି ସାଂଘାତିକ ସ୍ତରରେ ପହଞ୍ଚିଛି। ଯେଉଁଥିରେ ଓଡ଼ିଶାର ୩ଟି ସହର ଅନୁଗୁଳ, ବାଲେଶ୍ବର ଓ କଟକ ରହିଛି। ଭୁବନେଶ୍ବର ସମେତ କେନ୍ଦୁଝର, ତାଳଚେର, ବାରିପଦା, ରାଇରଙ୍ଗପୁରର ବାୟୁ ସାଂଘାତିକ ସ୍ତରରେ ପହଞ୍ଚିଲାଣି।

ଗୋଟିଏ ମାସ ବ୍ୟବଧାନରେ ଏହି ସହରଗୁଡ଼ିକର ବାୟୁ ପୁଣିଥରେ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ବର୍ତ୍ତମାନ ପ୍ରଦୂଷିତ ହୋଇଥିବା ଓଡ଼ିଶାର ସହରଗୁଡ଼ିକର ସ୍ଥିତି ଦେଖିଲେ ତାହା ଦୀପାବଳି ପରବର୍ତ୍ତୀ ଅବସ୍ଥାକୁ ବଳି ଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com