ଓଡ଼ିଶା

ଦାୟିତ୍ୱ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ସୁରକ୍ଷା ବ୍ୟବସ୍ଥାର କଲେ ଅନୁଧ୍ୟାନ

ପୁରୀ() ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ବୀର ବିକ୍ରମ ଯାଦବ । ପୁରୀରେ ପହଁଚିବା ପରେ ତାଙ୍କୁ ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଗତ ଶନିବାର ରାତିରେ ଚୁଲି ଭାଙ୍ଗିବା ଘଟଣାକୁ ତର୍ଜମା କରିଛନ୍ତି ଶ୍ରୀଯୁକ୍ତ ଯାଦବ । ଶ୍ରୀମନ୍ଦିରକୁ କିଭଳି ଅଧିକ ସୁରକ୍ଷା ଦିଆଯାଇ ପାରିବ ସେ ନେଇ ଅନୁଧ୍ୟାନ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com