ଜାତୀୟ

ଲିଭ ଇନ୍‌ରେ ରହି ପରେ ଅଲଗା ହୋଇଯାଉଥିବା ଘଟଣାରେ ମଧ୍ୟପ୍ରଦେଶ ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି

ଲିଭ ଇନ୍‌ରେ ରହି ପରେ ଅଲଗା ହୋଇଯାଉଥିବା ଘଟଣାରେ ମଧ୍ୟପ୍ରଦେଶ ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ଲିଭ ଇନ୍‌ରେ ଦୀର୍ଘ ବର୍ଷ ଧରି ରହୁଥିବା ମହିଳାଙ୍କ ଅଧିକାରକୁ ସୁନିଶ୍ଚିତ କରିବା ଦିଗରେ ହାଇକୋର୍ଟ ପଦକ୍ଷେପ ନେଇଛନ୍ତି।

ଆଇନଗତ ଭାବେ ବିବାହ କରି ନଥିଲେ ମଧ୍ୟ ମହିଳାଙ୍କୁ କ୍ଷତିପୂରଣ ମିଳିପାରିବ ବୋଲି କୋର୍ଟ କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com