ଅନ୍ତର୍ଜାତୀୟ

ପାକିସ୍ତାନ ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି

ପାକିସ୍ତାନ ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି।

ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଅନୱାରୁଲ ହକ କକର ଗୁରୁବାର ଯୁଦ୍ଧଗ୍ରସ୍ତ ଗାଜା ଲୋକଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ଦେଶରେ ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଦେଶକୁ ସମ୍ବୋଧିତ କରି କକର ପାକିସ୍ତାନୀମାନଙ୍କୁ ପାଲେଷ୍ଟାଇନୀୟମାନଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ଏବଂନମ୍ରତା ପ୍ରଦର୍ଶନ କରିବାକୁ ଅନୁରୋଧ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com