ଓଡ଼ିଶା

ମାଛ କିଲୋ ୬ ହଜାର ୪ଶହ ଟଙ୍କା

ମାଛ କିଲୋ ୬ ହଜାର ୪ଶହ ଟଙ୍କା । ପାରାଦ୍ଵୀପ ନେହେରୁବଙ୍ଗଳା ମାଛଧରା ବନ୍ଦର ରେ ପଡିଛି ବିରଳ ତେଲିଆ ବୋରେହି ମାଛ। ଏହି ମାଛ କିଲୋ ପାରାଦ୍ଵୀପରେ ୬ ହଜାର ୪ଶହ ଟଙ୍କାରେ ନିଲାମ ହୋଇଥିଲା ।

ଏହି ୧୭ଟି ତେଲିଆ ବୋରେହି ମାଛ ୧୮ ଲକ୍ଷ ଟଙ୍କାରେ ନିଲାମ ହୋଇଥିଲା। କିନ୍ତୁ ଜାଲରେ ପଡିଥିବା ମାଛ ଗୁଡିକ ଅଣ୍ଡିରା ପ୍ରଜାତିର ତେଲିଆ ବୋରେହି ହୋଇଥିବାରୁ ଏହାର ମୁଲ୍ୟ ବାହାର ବଜାରରେ କିଲୋପ୍ରତି ୯ ହଜାର ରୁ ୧୦ ହଜାର ହେବ ବୋଲି ଆକଳନ କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com